୭୮ ରନରେ ହାଇଦ୍ରାବାଦକୁ ହରାଇ ଚେନ୍ନାଇର ଦମଦାର ବିଜୟ
by Argus News
Mon, Apr 29 | 8:02 a.m.

ଅର୍ଗସ ବ୍ୟୁରୋ : ଲଗାତାର ପରାଜୟ ପରେ ବିଜୟ ଧାରାକୁ ଫେରିଛି ୫ ଥର ବିଜେତା ଚେନ୍ନାଇ ସୁପର୍ କିଙ୍ଗ୍ସ। ରବିବାର ରାତିରେ ସିଏସ୍‌କେ ଏକତରଫା ଭାବେ ସନ୍‌ରାଇଜର୍ସ ହାଇଦ୍ର‌ାବାଦକୁ ୭୮ ରନ୍‌ରେ ପରାସ୍ତ କରି ଷଷ୍ଠରୁ ତୃତୀୟକୁ ଲମ୍ଫ ମାରିଛି। ଅଧିନାୟକ ଋତୁରାଜ ଗାଏକ୍ବାଡଙ୍କ ଆକର୍ଷଣୀୟ ବ୍ୟାଟିଂ ବଳରେ ସିଏସ୍‌କେ ୨୧୨ ରନ୍ କରିଥିଲା।

ଅଧିକ ପଢନ୍ତୁ : ଆଇପିଏଲରେ ଫ୍ରେଜର ମ୍ୟାକଗର୍କଙ୍କ ଜଲଓ୍ବା

ତୁଷାର ଦେଶପାଣ୍ଡେ ୪ ଓଭର ଭିତରେ ୩ ୱିକେଟ୍ ନେବାପରେ ହାଇଦ୍ରାବାଦ ବ୍ୟାଟିଂ ବିପର୍ଯ୍ୟୟ ଘଟିଥିଲା। ଫଳରେ ବଡ଼ ବଡ଼ ସ୍କୋର୍‌ କରୁଥିବା ହାଇଦ୍ରାବାଦ ୧୩୪ ରନ୍‌ରେ ସମସ୍ତ ୱିକେଟ୍ ହରାଇ ଦେଇଥିଲା।

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍