ଏହି ରାଶି ଆଜି ସତର୍କ ରୁହନ୍ତୁ...
by Argus News
Wed, Apr 10 | 8:13 a.m.

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ଜାଣନ୍ତୁ... 


ମେଷ-

ପ୍ରେମ ସମ୍ପର୍କ ମଧୁର ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ପଢାରେ ଅଧିକ ସମୟ ବିତାଇବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୁଖିଙ୍କ ପୂଜାର୍ଚ୍ଚନା କରନ୍ତୁ

ବୃଷ-

ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ ।  ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ମିଥୁନ-

ଶାରିରୀକ ସମସ୍ୟା ଦେଖାଦେବ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ  କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ । ପଡୋଶୀଙ୍କ ସହିତ ଶତୃତା ଭାବ ସୃଷ୍ଟି ହୋଇପାରେ । ଅଦାଲତରୁ ଶୁଭଫଳ ପାଇବେ ।ନୂତନ  ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 

କର୍କଟ-

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବୁଲା  କୁକୁରକୁ ଖାଇବାକୁ ଦିଅନ୍ତୁ

ସିଂହ-

ପାରିବାରିକ ସହମତିରେ  କାର‌୍ୟ୍ୟ ସିଦ୍ଧି ଘଟିପାରେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ । ମହିଳା ମାନେ ସୁଖସମୃଦ୍ଧି ପ୍ରାପ୍ତ କରିବେ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।   
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କନ୍ୟା-

ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ କ୍ଷ ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଗରିବଙ୍କୁ କିଛି ଖାଦ୍ୟ ଦାନ କରନ୍ତୁ  

ତୁଳା-

ଜୀବନରେ ନୂଆ  ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ।ରାଜନୀତିରେ ସଫଳତା ପାଇ ପାରନ୍ତି । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ନୂତନ ଭାବେ ଆରମ୍ଭ କରୁଥିବା କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ ।  ଘରେ ଅତିଥି  ମାନଙ୍କ ସେବା କରି ଆନନ୍ଦିତ  ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ବିଛା-

କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ସରକାରୀ  ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ଦୁର୍ଘଟଣାର ଶିକାର ହୋଇପାରନ୍ତି । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-

ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦତ  ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ମକର-

ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି ଜ୍ଝ ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ ଜ୍ଝ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ ।
ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି। ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ 

କୁମ୍ଭ-

ପୂର୍ବରୁ କରିଥିବା କର୍ମପାଇଁ ଦଣ୍ଡ ଭୋଗିପାରନ୍ତି । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଛାତ୍ରଛାତ୍ରି ମାନ ଉଚ୍ଚଭିଳାଷୀ ହେବେ ।  
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର –ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ମୀନ-

ବାଣିଜ୍ୟ ବ୍ୟବସାୟ ମଧ୍ୟମ ଧରଣର ରହିବ । ପ୍ରେମ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ  ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଆହୁରି ପଢନ୍ତୁ ଓଡିଶା ଖବର...

ମତଦାନ
7m ago
ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ। 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର
ଛତିଶଗଡ କୱର୍ଦ୍ଧାରେ
17m ago
ଛତିଶଗଡ କୱର୍ଦ୍ଧାରେ ପିକଅପ ଭ୍ୟାନ ଓଲଟିଲା : ୧୮ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଛତିଶଗଡ କୱର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଭୀଷଣ ସଡକ ଦୁର୍ଘଟଣା ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କୁହାଯାଉଛି ଯେ ୨୦ ଫୁଟ ତଳକୁ ଏକ ଖାଇର
ଆଗାମୀ ୫ ଦିନ ରାଜ୍ୟରେ
33m ago
ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ : ୨୨ରୁ ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା
ଅର୍ଗସ ବ୍ୟୁରୋ: ରାଜ୍ୟବାସୀ ଗରମରେ ସନ୍ତୁଳି ହେଉଥିବାବେଳେ ପାଣିପାଗ ବିଭାଗ ଜାରି କରିଛି ଆଶ୍ବସ୍ତିକର ଖବର। ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ ତାରିଖର