ଦିଲ୍ଲୀକୁ ୭ ଓ୍ୱିକେଟରେ ପରାସ୍ତ କଲା କୋଲକାତା ନାଇଟ୍ ରାଇଡର୍ସ
by Argus News
Tue, Apr 30 | 8:35 a.m.

ଅର୍ଗସ ବ୍ୟୁରୋ:  ଆଇପିଏଲ୍‌ରେ ସୋମବାର କୋଲ୍‌କାତା ନାଇଟ୍ ରାଇଡର୍ସ ୭ ୱିକେଟ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ବୋଲରଙ୍କ ସହାୟତାରେ କେକେଆର, ଦିଲ୍ଲୀର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲା। ଫଳରେ ଦିଲ୍ଲୀ ମାତ୍ରା ୧୫୩ ରନ୍‌ରେ କରିଥିଲା। ଏହା ପରେ କେକେଆର୍‌ ୨୧ ବଲ୍ ପୂର୍ବରୁ ବିଜୟ ଲକ୍ଷ୍ୟରେ ପହଞ୍ଚିଯାଇଥିଲା। ଫିଲ୍ ସଲ୍ଟଙ୍କ ୬୮ ରନ୍‌ ବଳରେ ଦଳ ସହଜ ବିଜୟ ହାସଲ କରିନେଇଥିଲା। ଏଥିସହିତ କେକେଆର୍‌ ନବମ ମ୍ୟାଚ୍‌ରୁ ଷଷ୍ଠ ବିଜୟ ସହ ଦ୍ବିତୀୟ ସ୍ଥାନରେ ରହିଛି। ଦିଲ୍ଲୀ କ୍ୟାପିଟାଲ୍ସ 11ତମ ମ୍ୟାଚ୍‌ରୁ ଷଷ୍ଠ ପରାଜୟ ବରଣ କରି ଟେବଲୁଲରେ ଷଷ୍ଠ ସଥାନରେ ରହିଛି।

ଅଧିକ ପଢ଼ନ୍ତୁ ଖେଳ ଖବର:

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍