ବାଲେଶ୍ବରରେ ଅଗ୍ନି ବର୍ଷା, ୪୬ ଡିଗ୍ରୀ ଟପିଲା ତାପମାତ୍ରା
by Argus News
Tue, Apr 30 | 3:14 p.m.

ଅର୍ଗସ ବ୍ୟୁରୋ : ରାଜ୍ୟରେ ତାତିରୁ ନାହିଁ ନିସ୍ତାର । ବାଲେଶ୍ବରରେ ଅଗ୍ନି ବର୍ଷା । ଦିନ 2ଟା 30 ସୁଦ୍ଧା ସର୍ବାଧିକ ୪୬ ଡିଗ୍ରୀ ତାପମାତ୍ରା ରେକର୍ଡ । କଟକ, ଭୁବନେଶ୍ବର ସହ ବାଲେଶ୍ବରକୁ ରେଡ୍‌ ଆଲର୍ଟ । ଆଗାମୀ ୨୪ ଘଣ୍ଟା ପାଇଁ ସିଭିୟର ହିଟୱେଭ୍ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର ।

ସେପଟେ ଆଗାମୀ ୨୪ ଘଣ୍ଟା ପାଇଁ ସିଭିୟର ହିଟ ୱେଭ୍ ଜାରି କରିଛି ପାଣିପାଗ ବିଭାଗ । ଏନେଇ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ସେ ଆହୁରି କହିଛନ୍ତି, ୫ ତାରଖରେ ପାଗରେ ପରିବର୍ତ୍ତନ ହୋଇପାରେ । 

ଅଧିକ ପଢନ୍ତୁ ପାଣିପାଗ ଖବର

ଆସନ୍ତା ୫ ତାରିଖରେ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାଵରେ ତାପମାତ୍ରା କମିବ ସମ୍ଭାବନା ରହିଛି। ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ । ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ରେଡ ଆଲର୍ଟ ରହିଛି। ୨ ତାରିଖ ପରଠୁ କମିବ ସିଭିୟର ହିଟ୍ ୱେଭ ସ୍ଥିତି ଯାହା ଫଳରେ ଦିନ ତାପମାତ୍ରାରେ ୨-୩ ଡ଼ିଗ୍ରି କମିବ ।

MODI
10m ago
ଅନୁଗୁଳ ସଭାରୁ ଫେରି କଟକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
ଅର୍ଗସ ବ୍ୟୁରୋ : କଟକରେ ପହଞ୍ଚିଲେ ମୋଦି । ଅନୁଗୁଳରେ ସାଧରଣସଭା ଶେଷ କରି କଟକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳେ ପୁରୀରେ ରୋଡ଼ ଶେଷ କରି ଅନୁଗୁଳ ଗସ୍ତ କରିଥିଲେ
PM MODI
51m ago
'ଓଡିଶାରେ ଗୋଟିଏ ନାରା...ପ୍ରଥମ ଥର ହେବ ଡବଲ ଇଞ୍ଜିନ ସରକାର'
ଅନୁଗୁଳ: ଅନୁଗୁଳରେ ନିର୍ବାଚନୀ ସଭା ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଓଡିଶା କଳାର ଧାମ୍ ...ପ୍ରତି ଘରେ କଳା ରହିଛି । ମହିମା ଗୋଷେଇଁ, ଭୀମ ଭୋଇଙ୍କ ସ୍ମୃତିକୁ ମନେପକାଇଲେ ମୋଦ
PM
ପୁରୀ ରୋଡ଼ ସୋ' ଶେଷ କରି ଅନୁଗୁଳ ପହଞ୍ଚିଲେ ମୋଦି
ଅର୍ଗସ ବ୍ୟୁରୋ : ଅନୁଗୁଳରେ ପହଞ୍ଚିଲେ ମୋଦି । ପୁରୀ ରୋଡ଼ ସୋ' ଶେଷ କରି ଅନୁଗୋଳ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ସାଧାରଣ ସଭାରେ ଯୋଗ ଦେବେ । ସେଠାରେ ସଭା ଶେଷ କରି ୧୧ଟ