ଶ୍ରୀମନ୍ଦିରରେ ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତି: ଉଦ୍ଧାର ହେଲା ୫ଡଙ୍ଗା
by Argus News
Tue, Apr 23 | 10:23 a.m.

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ଚନ୍ଦନଯାତ୍ରା ପାଇଁ ପ୍ରସ୍ତୁତି ।  ବର୍ଷତମାମ୍ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା, ଭଦ୍ରା ଏବଂ ବୈଜଯନ୍ତ୍ରୀ ନାମକ ୫ଟି ଡଙ୍ଗାକୁ ନରେନ୍ଦ୍ର ପୁଷ୍କରିଣୀରୁ ଭୋଇ ସେବାୟତ ମାନଙ୍କ ଦ୍ୱାରା ଉଦ୍ଧାର କରାଯ଼ାଇଛି । 

ଆଜି ଚୈତ୍ର ପୂର୍ଣ୍ଣୀମାରୁ ଏହାକୁ ମରାମତି କରାଯିବା ସହ ଅକ୍ଷୟ ତୃତୀୟା ଠାରୁ ଦୀର୍ଘ ୨୧ ଦିନ ବ୍ୟାପି ଆରମ୍ଭ ହେବାକୁ ଥିବା ଚନ୍ଦନଯାତ୍ରା ପାଇଁ ଏହାକୁ  ପ୍ରସ୍ତୁତ କରାଯାଇଥାଏ। 

ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର 
 

ଅମିତ ଶାହ
11m ago
ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି ଅମିତ ଶାହ , ବିଶାଳ ଜନସଭାକୁ କରିବେ ସମ୍ବୋଧନ
ଢେଙ୍କାନାଳ : ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବିଶାଳ ଜନସଭାକୁ କରିବେ ସମ୍ବୋଧନ |ତେବେ ପରଜଙ୍ଗ ନିର୍ବାଚନ ମଣ୍ଡଳୀ କଙ୍କଡାହାଡ଼ ବ୍ଲକର ବାଟ ଗା
ମତଦାନ
15m ago
ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ: ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ । 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର
ପଞ୍ଚମ ପର୍ଯ୍ୟାୟ
29m ago
ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ମତଦାନ କଲେ ବଲିଉଡ ସେଲିବ୍ରିଟି
ଅର୍ଗସ ବ୍ୟୁରୋ: ଆଜି ସକାଳୁ ପଞ୍ଚମ ପର୍ଯ୍ୟାନ ନିର୍ବାଚନ ଆରମ୍ଭ ହୋଇ ଯାଇଥିବା ବେଳେ ଭୋଟ୍‌ ଦେଉଛି ଦେଶ। ସାଧାରଣ ଜନତାଙ୍କଠାରୁ ନେଇ ବିଭିନ୍ନ ସେଲିବ୍ରିଟି ନିଜର ମତଦାନ କରିବାକ