ଗୋଷ୍ଠୀ ସଂଘର୍ଷରୁ ବୋମା ମାଡ଼, 6 ଗୁରୁତର
by Argus News
Mon, Apr 15 | 8:06 p.m.

କଟକ: ବାଙ୍କୀ ଭେଡା ରାମଚନ୍ଦ୍ରପୁରରେ ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରୁ ବୋମା ମାଡ଼ କରାଯାଇଥିବାବେଳେ ଏଥିରେ 6 ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦୁଇ ଜଣଙ୍କୁ ସଙ୍କଟାପନ୍ନ ଅବସ୍ଥାରେ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରି କରାଯାଇଛି । ସେପଟେ ଗାଁର ଦୁଇ ସାହି ଅର୍ଥାତ ଉପରସାହି ତଳସାହି ମଧ୍ୟରେ ଥିବା ପୂର୍ବ ଶତ୍ରୁତାକୁ ନେଇ ଏଭଳି କାଣ୍ଡ ଘଟିଛି ବୋଲି କହିଛନ୍ତି ଗୁରୁତର ଯୁବକଙ୍କ ଭାଇ । କେଉଁ କାରଣରୁ ଗୋଷ୍ଠୀ ସଂଘର୍ଷ ହୋଇଥିଲା ସେନେଇ କିଛି ଜଣାପଡିନାହିଁ । 

ଆହୁରି ପଢନ୍ତୁ ଓଡିଶା ଖବର...

 
 

MODI
19m ago
ପୁଣି ଓଡ଼ିଶାରେ ମୋଦି ଧମାକା
ଅର୍ଗସ ବ୍ୟୁରୋ : ପୁଣି ଓଡ଼ିଶାରେ ମୋଦି ଧମାକା । ଆଜି ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ଅଭିମୁଖେ ଗଲେ ପ୍ରଧାନମନ୍ତ୍ରୀ । ଆଉ କିଛି ସମୟ ପରେ ପୁରୀରେ ପହଞ୍ଚିବେ ମୋଦି
CYCLONE ALERT
33m ago
ପୁଣି ଓଡ଼ିଶାକୁ ବାତ୍ୟା ଭୟ, ବଙ୍ଗୋପସାଗରରେ ବାନ୍ଧୁଛିଦାନା
ଅର୍ଗସ ବ୍ୟୁରୋ : ପୁଣି ଓଡ଼ିଶାକୁ ଭୟ ଦେଖାଇଲାଣି ବାତ୍ୟା । ଆସନ୍ତା ୨୧ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ସୃ‌ଷ୍ଟି ହୋଇପାରେ ବାତ୍ୟା । ଏହା ଉତ୍ତର-ପୂର୍ବ ଦିଗରେ ଗତ
LOK SABHA POLLS
49m ago
ଆଜି ଦେଶରେ ପଞ୍ଚମ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ : ଆଜି ଦେଶରେ ପଞ୍ଚମ ପର୍ଯ୍ୟାୟ ମତଦାନ । ୮ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଲୋକସଭା ଆସନରେ ହେବ ଭୋଟଗ୍ରହଣ । ଉତ୍ତରପ୍ରଦେଶର ୧୪ ସିଟ୍, ମହାରାଷ୍ଟ୍ର ୧୩ଟି ସିଟ୍