ଆସନ୍ତା ୫ ତାରିଖଠୁ ହେବ ପାଗରେ ପରିବର୍ତ୍ତନ
by Argus News
Tue, Apr 30 | 8:46 a.m.

ଅର୍ଗସ ବ୍ୟୁରୋ: ତାତିରୁ ମିଳିବ ମୁକ୍ତି। ୫ ତାରିଖରେ ପାଗରେ ପରିବର୍ତ୍ତନ। ଆସନ୍ତା ୫ ତାରିଖରେ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାଵରେ ତାପମାତ୍ରା କମିବ ସମ୍ଭାବନା ରହିଛି। ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ। ଆସନ୍ତା ଏକ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ରେଡ ଆଲର୍ଟ ରହିଛି। 

୨ ତାରିଖ ପରଠୁ କମିବ ସିଭିୟର ହିଟ୍ ୱେଭ ସ୍ଥିତି ଯାହା ଫଳରେ ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ କମିବ। ସୋମବାର ସର୍ବୋଚ୍ଚ ଦିନ ତାପମାତ୍ରା ବାରିପଦାରେ ୪୪.୮ ଡିଗ୍ରୀ ରେକର୍ଡ କରାଯାଇଛ। ୪୪ ଡିଗ୍ରୀ ଉପରେ ୪ ସହର ଥିବା ବେଳେ ୨୮ ସହର ତାପମାତ୍ରା ୪୧ ଡ଼ିଗ୍ରୀ ଉପରେ ରେକର୍ଡ ହୋଇଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

MODI
1m ago
ମୋଦିଙ୍କ ରୋଡ଼ ସୋ' : ସାମିଲ ହେଲେ ହଜାର ହଜାର ଲୋକେ
ଅର୍ଗସ ବ୍ୟୁରୋ : ଚାଲିଛି ମୋଦିଙ୍କ ରୋଡ଼ ସୋ' । ଶ୍ରୀଜଉଙ୍କ ଦର୍ଶନ ପରେ ବଡ଼ଦାଣ୍ଡରୁ ଆରମ୍ଭ କରିଛନ୍ତି ରୋଡ ସୋ' । ଏହି ରୋଡ଼ ସୋ'ରେ ଦେଖିବାକୁ ମିଳୁଛି ଲୋକଙ୍କ
MODI
20m ago
ପୁରୀ ବଡ଼ଦାଣ୍ଡରେ ମୋଦି, ଆରମ୍ଭ ହେଲା ରୋଡ଼ ସୋ'
ଅର୍ଗସ ବ୍ୟୁରୋ : ମହାପ୍ରଭୁଙ୍କ ଦର୍ଶନପରେ ରୋଡ଼ ସୋ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ସକାଳୁ ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ପହଞ୍ଚିଥିଲେ ମୋଦି । ପୁରୀରେ ପହଞ୍ଚ
PM
33m ago
ଶ୍ରୀଜିଉଙ୍କୁ ଦର୍ଶନ କରି ଶ୍ରୀମନ୍ଦିରୁ ବାହାରିଲେ ମୋଦି
ଅର୍ଗସ ବ୍ୟୁରୋ : ଜଗା ଦର୍ଶନ କରି ଶ୍ରୀମନ୍ଦିରୁ ବାହାରିଲେ ମୋଦି । ଶ୍ରୀମନ୍ଦିରେ କଲେ ପୂଜାର୍ଚ୍ଚନା । ମହାପ୍ରଭୁଙ୍କ ଦର୍ଶନପରେ ରୋଡ଼ ସୋ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ସକାଳ