ସେହିପରି ୬ କେଜି ୮ ଶହ ଗ୍ରାମର ସୁନା ଜବତ ହୋଇଛି । ମୋଟ ୬ କୋଟି ୪୬ ଲକ୍ଷ କୋଟି ଟଙ୍କାର ହୀରା ଓ ସୁନା ଜବତ କରିଛି କଷ୍ଟମ୍ ବିଭାଗ । ଏହି ମାମଲାରେ କଷ୍ଟମ୍ ବିଭାଗ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।
ଅଧିକ ପଢ଼ନ୍ତୁ ଭାରତ ଖବର
ଅର୍ଗସ ବ୍ୟୁରୋ: ନୁଡଲ୍ସ ପ୍ୟାକେଟର ବାହାରିଲା ହୀରା। ଖବରଟି ଶୁଣିଲେ ଆପଣ ନିହାତି ଆଶ୍ଚର୍ଯ୍ୟ ହେଉଥିବେ। କିନ୍ତୁ କଥାଟା ଏକଦମ ସତ। ଏଭଳି ଘଟଣା ଘଟିଛି ମୁମ୍ବାଇ ବିମାନବନ୍ଦରରେ। ନୁଡଲ୍ସ ପ୍ୟାକେଟରୁ ବାହାରିଲା କୋଟି କୋଟି ଟଙ୍କାର ହୀରା ଓ ସୁନା । ମୁମ୍ବାଇ ଛତ୍ରପତୀ ଶିବାଜୀ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଜବତ କରିଛି ମୁମ୍ବାଇ କଷ୍ଟମ୍ ବିଭାଗ । ଜଣେ ବ୍ୟକ୍ତିଙ୍କ ବ୍ୟାଗରୁ ନୁଡଲ୍ସ ପ୍ୟାକେଟରେ ୨ କୋଟିରୁ ଅଧିକ ଟଙ୍କାର ହୀରା ଜବତ କରାଯାଇଛି ।
ସେହିପରି ୬ କେଜି ୮ ଶହ ଗ୍ରାମର ସୁନା ଜବତ ହୋଇଛି । ମୋଟ ୬ କୋଟି ୪୬ ଲକ୍ଷ କୋଟି ଟଙ୍କାର ହୀରା ଓ ସୁନା ଜବତ କରିଛି କଷ୍ଟମ୍ ବିଭାଗ । ଏହି ମାମଲାରେ କଷ୍ଟମ୍ ବିଭାଗ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।
ଅଧିକ ପଢ଼ନ୍ତୁ ଭାରତ ଖବର
ଅର୍ଗସ ବ୍ୟୁରୋ : ପୋଲିସ ଅଧିକାରୀଙ୍କୁ ବିଜେଡ଼ି ମଞ୍ଚରେ ଭାଷଣ ଦେବା ପଡ଼ିଲା ମହଙ୍ଗା । ବିଜେପିର ଅଭିଯୋଗ ପରେ ଦୁଇ ପୋଲିସ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ । କଟକ - ଭୁବନେଶ୍ଵର ପୋଲିସ କମିଶନର, ପୋଲିସ ଡିଆଜିଙ୍କୁ ନିର୍ଦ୍ଦେଶ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ହୋଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି କ୍ଷୋଭ ପ୍ରକାଶ କଲେ ନିର୍ବାଚନ କମିଶନ । ଇଦୁଲ ଫିତର ନାଁରେ ଚୌଦ୍ଵାର ଥାନା ଆଇଆଇସି ବିଶ୍ଵ ରଞ୍ଜନ ସାହୁ ଏବଂ ଏସଆଇ ସରସ୍ଵତୀ ସାହୁ ଗୋଟିଏ ମଞ୍ଚରେ ବିଜେଡ଼ି ନେତାଙ୍କ ସହ ବସି ଭାଷଣ ଦେଉଥିଲେ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲା ବିଜେପି ।