ଅର୍ଗସ ବ୍ୟୁରୋ : ବିଜେପିର ଷ୍ଟାର କ୍ୟାମ୍ପେନର ।ଉଭୟ ଲୋକସଭା ବିଧାନସଭା ପାଇଁ ପ୍ରଚାର ତାଲିକା ଘୋଷଣା କଲା ବିଜେପି । ତାଲିକାର ଏକ ନମ୍ବରରେ ରହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେପି । ଧର୍ମେନ୍ଦ୍ର ପ୍ରଧାନ, ନୀତିନ ଗଡକରି, ଯୋଗୀ ଆଦିତ୍ୟନାଥ , ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଦି ନାଁ ଘୋଷଣା ।
ଅଧିକ ପଢନ୍ତୁ ଓଡିଶା ଖବର
ସେହିପରି ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାଁ ସାମିଲ ରହିଛି । ଯୋଗୀ ଆଦିତ୍ୟନାଥ, ମୋହନ ଯାଦବ, ହିମନ୍ତ ବିଶ୍ୱଶର୍ମା, ବିଷ୍ଣୁଦେଓ ସାଏ । ସ୍ମୃତି ଇରାନୀ, ବୈଜୟନ୍ତ ପଣ୍ଡା, ଅଶ୍ୱିନୀ ବୈଷ୍ଣବ , ଧର୍ମେନ୍ଦ୍ର ପ୍ରଧାନ, ମନମୋହନ ସାମଲ, ଅପରାଜିତା ଷଡ଼ଙ୍ଗୀ ତାଲିକାରେ
ବି ତାଲିକାରେ ।