ଏହି ଆଧୁନିକରଣ ପାଇଁ ୧୭ କୋଟି ଖର୍ଚ୍ଚ କରାଯିବ ଵୋଲି କହିଛନ୍ତି ରେଳ ଅଧିକାରି । ଅମୃତ ଭାରତ ଷ୍ଟେସନ ଯୋଜନାରେ ୫୫୪ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରାଯିବ । ଏଥିପାଇଁ ଖର୍ଚ୍ଚ ହେବ ୧୯ ହଜାର କୋଟିରୁ ଅଧିକ ଟଙ୍କା। ଏହି ଷ୍ଟେସନଗୁଡ଼ିକ ସହରର ଉଭୟ ପାଶ୍ୱର୍କୁ ମିଶାଇ ସିଟି ସେଣ୍ଟର ଭାବେ କାର୍ଯ୍ୟ କରିବ। ଏହି ଯୋଜନାରେ ଓଡ଼ିଶାକୁ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ଏହି ଷ୍ଟେସନ ଗୁଡ଼ିକ ମଧ୍ୟରେ ଓଡ଼ିଶାରେ ରହିଛି ୨୧ଟି ଷ୍ଟେସନ ।
ଅଧିକ ପଢନ୍ତୁ : ୫୫୪ଟି ରେଳ ଷ୍ଟେସନର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି