ୟତେବେ ଏହି ଆନାକୋଣ୍ଡା ମୃତ୍ୟୁ ପରେ ଏମାନଙ୍କ ସଂଖ୍ୟା ହ୍ରାସ ପାଇ ୯ ରେ ପହଁଚିଛି । ତେବେ ଏହି ସାପରେ ବୟସ ୧ ବର୍ଷ ୪ ମାସ ହୋଇଥିଲା ବୋଲି ସୂଚନା । ଏବେ ନନ୍ଦନକାନନରେ ୪ ବଡ ଓ ୫ ଛୋଟ ଆନାକୋଣ୍ଡା ଅଛନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଭୁବନେଶ୍ୱର: ନନ୍ଦନକାନନରେ ଅନାକୋଣ୍ଡା ମୃତ । ମଙ୍ଗଳବାର ଦିନ ଆନାକୋଣ୍ଡା ସାପ ର ମୃତ୍ୟୁ ହୋଇଛି । ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ପ୍ରକୃତ କାରଣ ଜଣା ପଡ଼ିବ ବୋଲି ସୂଚନା ମିଳିଛି ।
ୟତେବେ ଏହି ଆନାକୋଣ୍ଡା ମୃତ୍ୟୁ ପରେ ଏମାନଙ୍କ ସଂଖ୍ୟା ହ୍ରାସ ପାଇ ୯ ରେ ପହଁଚିଛି । ତେବେ ଏହି ସାପରେ ବୟସ ୧ ବର୍ଷ ୪ ମାସ ହୋଇଥିଲା ବୋଲି ସୂଚନା । ଏବେ ନନ୍ଦନକାନନରେ ୪ ବଡ ଓ ୫ ଛୋଟ ଆନାକୋଣ୍ଡା ଅଛନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଭୁବନେଶ୍ୱର: ଆଗାମୀ ଚାରି ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଉତ୍ତର ଓ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ଼, କଟକ ଓ ନୟାଗଡ଼କୁ ୟେଲୋ ଜୋନରେ ରଖିଥିବାରୁ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩୧ ଯାଏଁ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବାର ପୂର୍ବାନୁମାନ କରାଯାଉଥିବାରୁ ମତ୍ସ୍ୟଜୀବୀଙ୍କୁ ବି ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର