ଅଧିକ ପଢନ୍ତୁ ଓଡିଶା ଖବର
ଅର୍ଗସ ବ୍ୟୁରୋ : ଏସସିବି ମେଡ଼ିକାଲରୁ ଦଲାଲ ଗିରଫ । ୪ ଜଣ ଦଲାଲଙ୍କୁ ଗିରଫ କଲା ମଙ୍ଗଳାବାଗ ଥାନା ପୋଲିସ । ରୋଗୀଙ୍କ ସଂପର୍କୀୟଙ୍କୁ ୧୫୦୦-୨୦୦୦ ଟଙ୍କାରେ ବ୍ଲଡ ଯୋଗେଇ ଦେବା ପାଇଁ ଡିଲ କରୁଥିଲେ ଦଲାଲ । ଖବର ପାଇ ପୋଲିସ ଚଢ଼ାଉ କରି ଏହି ୪ ଜଣ ଦଲାଲଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ହେଲେ ନିଖିଲ ସେନାପତି, ନେତାଜୀ ଦାସ, ସୁଜିତ କୁମାର ପଣ୍ଡା ଓ ଅଜୟ ମହାପାତ୍ର ।
ଅଧିକ ପଢନ୍ତୁ ଓଡିଶା ଖବର
ଅର୍ଗସ ବ୍ୟୁରୋ : ପୋଲିସ ଅଧିକାରୀଙ୍କୁ ବିଜେଡ଼ି ମଞ୍ଚରେ ଭାଷଣ ଦେବା ପଡ଼ିଲା ମହଙ୍ଗା । ବିଜେପିର ଅଭିଯୋଗ ପରେ ଦୁଇ ପୋଲିସ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ । କଟକ - ଭୁବନେଶ୍ଵର ପୋଲିସ କମିଶନର, ପୋଲିସ ଡିଆଜିଙ୍କୁ ନିର୍ଦ୍ଦେଶ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ହୋଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି କ୍ଷୋଭ ପ୍ରକାଶ କଲେ ନିର୍ବାଚନ କମିଶନ । ଇଦୁଲ ଫିତର ନାଁରେ ଚୌଦ୍ଵାର ଥାନା ଆଇଆଇସି ବିଶ୍ଵ ରଞ୍ଜନ ସାହୁ ଏବଂ ଏସଆଇ ସରସ୍ଵତୀ ସାହୁ ଗୋଟିଏ ମଞ୍ଚରେ ବିଜେଡ଼ି ନେତାଙ୍କ ସହ ବସି ଭାଷଣ ଦେଉଥିଲେ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲା ବିଜେପି ।