ଆକ୍ରାନ୍ତଙ୍କୁ ସଠିକ୍ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ସିଡିଏମଓଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ
ଏବେବି ୨୦ ରୁ ଉର୍ଦ୍ଧ୍ବ ଚିକିତ୍ସିତ ହେଉଛନ୍ତି । ୧୦ ଦିନ ପୂର୍ବରୁ ଖଡଗପ୍ରସାଦ ଗ୍ରାମରେ ୧୦୦ ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ।
ଅର୍ଗସ ବ୍ୟୁରୋ: ଢେଙ୍କାନାଳରେ ପୁଣି ଝାଡ଼ାବାନ୍ତି ଆତଙ୍କ । ଡାଇରିଆରେ ପୁଣି 2ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଓଡ଼ାପଡ଼ା ବ୍ଲକ ନୟାଭାଗିରଥିପୁର ଗ୍ରାମର ଚୂନ ଦେହୁରୀ ଓ ଚୁଙ୍ଗୁଲା ଦେହୁରୀ ।
ଆକ୍ରାନ୍ତଙ୍କୁ ସଠିକ୍ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ସିଡିଏମଓଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ
ଏବେବି ୨୦ ରୁ ଉର୍ଦ୍ଧ୍ବ ଚିକିତ୍ସିତ ହେଉଛନ୍ତି । ୧୦ ଦିନ ପୂର୍ବରୁ ଖଡଗପ୍ରସାଦ ଗ୍ରାମରେ ୧୦୦ ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ।
ଅର୍ଗସ ବ୍ୟୁରୋ : କଂଗ୍ରେସର ପୁଣି ଘୋଷଣା କଲା ପ୍ରାର୍ଥୀ ତାଲିକା । ୨ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । କଟକରୁ ସୁରେଶ ମହାପାତ୍ର ପ୍ରାର୍ଥୀ ସମ୍ବଲପୁରରୁ ନଗେନ୍ଦ୍ର ପ୍ରଧାନ ଲୋକସଭା ପ୍ରାର୍ଥୀ । ତା ସହିତ ୮ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି । କଟକ ବାରବାଟୀରୁ ସୋଫିଆ ଫିର୍ଦ୍ଦୋସ ପ୍ରାର୍ଥୀ । ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ପ୍ରାର୍ଥୀ । ଜଳେଶ୍ୱର- ଦେବୀ ପ୍ରସନ୍ନ ଚାନ୍ଦ, ବାଲେଶ୍ୱର- ମୋନାଲିସା ଲେଙ୍କା । ବଡ଼ଚଣା- ଅଜୟ ସାମଲ, ପାଲଲହଡ଼ା- ଫକୀର ସାମଲ ।
ଅଧିକ ପଢନ୍ତୁ ଓଡ଼ିଶା ଖବର