ଯେଉଁଭଳି ଭାବରେ ତାତି ବଢ଼ୁଛି ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ୮ଟା ସୁଦ୍ଧା ତାତି ଏତେ ବଢ଼ିଯାଉଛି ଯେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ଟାଇଁ ଟାଇଁ ଖରା ସାଙ୍ଗକୁ ଝାଞ୍ଜି ପିଟୁଛି ଲୋକେ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ବଢୁଛି ତାତି, ଜଳୁଛି ଓଡ଼ିଶା। ଅସହ୍ୟ ତାତିରେ କଲବଲ ରାଜ୍ୟବାସୀ। ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର। ୪୧.୧ ଡିଗ୍ରୀ ତାପମାତ୍ରା ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ। ଏହା ପଛକୁ ବାଲେଶ୍ୱର ଓ ଚାନ୍ଦବାଲି ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୦.୪, ହୀରାକୁଦ ୪୦.୨, କେନ୍ଦୁଝର ୩୯.୬ ଡିଗ୍ରୀ ରେକର୍ଡ ହୋଇଛି। ଆଗକୁ ସିଭିୟର ହିଟ୍ଓ୍ବେଭ୍ ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସଭିୟର ହିଟ୍ଓ୍ବେଭ ପାଇଁ ୨୩ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କାଳବୈଶାଖୀ ସମ୍ଭାବନା ଥିଲେ ବି ତାତିରେ ଲାଗିବନି ବ୍ରେକ୍।
ଯେଉଁଭଳି ଭାବରେ ତାତି ବଢ଼ୁଛି ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ୮ଟା ସୁଦ୍ଧା ତାତି ଏତେ ବଢ଼ିଯାଉଛି ଯେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ଟାଇଁ ଟାଇଁ ଖରା ସାଙ୍ଗକୁ ଝାଞ୍ଜି ପିଟୁଛି ଲୋକେ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଜାମ୍ମୁ କାଶ୍ମୀର ପୁଞ୍ଚ୍ରେ IAF କନ୍ଭଏ ଉପରେ ଆତଙ୍କବାଦୀ ହମଲା ହୋଇଛି। ଆତଙ୍କୀ ହମ୍ଲାରେ ଯବାନ ଗୁରୁତର ହୋଇଥିବା ସୂଚନା ରହିଛି।ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟ୍ ପକ୍ଷରୁ କର୍ଡନ କରି ଜୋରଦାର ତଲାସୀ। ଏହି ଆକ୍ରମଣରେ ଅନେକ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଏହି ଆକ୍ରମଣ ସୁରନକୋଟର ସନାଇ ଗାଁରେ ହୋଇଛି । ଭାରତୀୟ ସେନା ଓ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାରିଛନ୍ତି ।
ଅଧିକ ପଢ଼ନ୍ତୁ ଦେଶ ଖବର: