ଅଧିକ ପଢନ୍ତୁ : 41 ଡିଗ୍ରୀ ସହ ଝାରସୁଗୁଡା ଓ କେନ୍ଦୁଝର ସବୁଠୁ ଉତ୍ତପ୍ତ
ଯାହା ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା । ଅନ୍ୟ ଜଣେ ଗୁରୁତର ଆହତ ହୋଇ ଛେଳି ଗଡ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।ଆହତ ଜଣକ ହେଲେ ବିଜୟ କୁମାର ବିଷୋୟୀ । ଘଟଣା ସ୍ଥଳରେ ଉଦୟଗିରି ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।