ଗତକାଲି ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବରରେ ପହଞ୍ଚିଥିଲେ । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ବିମାନବନ୍ଦରରେ ପହଞ୍ଚିବା ପରେ ବାହାରେ ମୋଦିଙ୍କ ଗୋଟିଏ ଝଲକ ପାଇବାକୁ ଜନତାଙ୍କ ଗହଳି ଦେଖିବାକୁ ମିଳିଥିଲା । ଅପରାହ୍ନରେ ନବରଙ୍ଗପୁର ଚିକିଲି ପଡିଆରେ ସାଧାରଣ ସଭାରେ ଦେବେ ଉଦବୋଧନ ।