ଦଳର ପ୍ରାଥମିକ ସଦସ୍ୟ ପଦ ସହ ସମସ୍ତ ପଦରୁ ଇସ୍ତଫା ଦେଲେ। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର। ରାସେଶ୍ଵରୀ ୨୦୧୪ ମସିହାରୁ ୨୦୧୯ ପର୍ଯ୍ୟନ୍ତ ବିଜେଡି ଦଳରୁ ସମ୍ବଲପୁର ବିଧାୟିକା ଥିଲେ।
ଅଧିକ ପଢ଼ନ୍ତୁ ରାଜନୀତି ଖବର
ଅର୍ଗସ ବ୍ୟୁରୋ: ବିଜେଡି ଛାଡ଼ିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ଡ. ରାସେଶ୍ବରୀ ପାଣିଗ୍ରାହୀ। ସମ୍ବଲପୁରରୁ ଟିକେଟ ଆଶାୟୀ ଥିଲେ। ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ଥିଲେ।
ଦଳର ପ୍ରାଥମିକ ସଦସ୍ୟ ପଦ ସହ ସମସ୍ତ ପଦରୁ ଇସ୍ତଫା ଦେଲେ। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର। ରାସେଶ୍ଵରୀ ୨୦୧୪ ମସିହାରୁ ୨୦୧୯ ପର୍ଯ୍ୟନ୍ତ ବିଜେଡି ଦଳରୁ ସମ୍ବଲପୁର ବିଧାୟିକା ଥିଲେ।
ଅଧିକ ପଢ଼ନ୍ତୁ ରାଜନୀତି ଖବର
ଅର୍ଗସ ବ୍ୟୁରୋ : ପୋଲିସ ଅଧିକାରୀଙ୍କୁ ବିଜେଡ଼ି ମଞ୍ଚରେ ଭାଷଣ ଦେବା ପଡ଼ିଲା ମହଙ୍ଗା । ବିଜେପିର ଅଭିଯୋଗ ପରେ ଦୁଇ ପୋଲିସ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ । କଟକ - ଭୁବନେଶ୍ଵର ପୋଲିସ କମିଶନର, ପୋଲିସ ଡିଆଜିଙ୍କୁ ନିର୍ଦ୍ଦେଶ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ହୋଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି କ୍ଷୋଭ ପ୍ରକାଶ କଲେ ନିର୍ବାଚନ କମିଶନ । ଇଦୁଲ ଫିତର ନାଁରେ ଚୌଦ୍ଵାର ଥାନା ଆଇଆଇସି ବିଶ୍ଵ ରଞ୍ଜନ ସାହୁ ଏବଂ ଏସଆଇ ସରସ୍ଵତୀ ସାହୁ ଗୋଟିଏ ମଞ୍ଚରେ ବିଜେଡ଼ି ନେତାଙ୍କ ସହ ବସି ଭାଷଣ ଦେଉଥିଲେ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲା ବିଜେପି ।