ଅଧିକ ପଢନ୍ତୁ ଓଡିଶା ଖବର
ଉତ୍ତର ଓ ଉପକୂଳରେ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ଓ ୨୭ରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ଗମ୍ଭୀର ହେବ । ୨୬ରେ ସିଭିୟର୍ ହିଟ୍ ୱେଭ୍ ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହା ସହ ୨୭ରେ ସିଭିୟର୍ ହିଟ୍ ୱେଭ୍ ନେଇ ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଦିନ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।